ଛିଃ…ଛିଃ…ଲଜ୍ୟା ମନ୍ଦିର ଭିତରେ ଯୁବତୀଙ୍କୁ kiss କଲେ ଯୁବକ,ଆଉ ତାପରେ ଯାହା ହେଲା…ଦେଖନ୍ତୁ viral ଭିଡ଼ିଓ ଟିକୁ….

0 12,361

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଘଟଣାର ଭିଡିଓ ଆପଣ ମାନେ ଦେଖିବାକୁ ପାଉଥିବେ। ତେବେ ସେଥି ମଧ୍ୟରୁ କିଛି ଭିଡିଓ କିଛି ଏମିତି ପ୍ରକାରର ହୋଇଥାଏ ଯାହା ବେଶ୍ ଭାଇରାଲ ହେଉଥିବାର ଆପଣ ଦେଖିବାକୁ ପାଉଥିବେ।

କାରଣ ଏହା ଟିକେ ଭିନ୍ନ ଧରଣର ହୋଇଥାଏ। ସେହିଭଳି ଏକ ଭିଡିଓ ଏବେ ସାମ୍ନାକୁ ଆସିଛି, ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ସୋସିଆଲ ମିଡିଆ ଏକ ଏମିତି ପ୍ଲାଟଫର୍ମ ଯେଉଁଠି ଅନେକ ଘଟଣାର ଭିଡିଓ ପ୍ରତିଦିନ ଦେଖିବାକୁ ମିଳିଥାଏ। ତେଣୁ ସୋସିଆଲ ମିଡ଼ିଆରେ ପ୍ରତିଦିନ ଅନେକ ଘଟଣାର ଭିଡିଓ ଆପଣ ମାନେ ଦେଖିବାକୁ ପାଉଥିବେ।

ତେବେ ସେଥି ମଧ୍ୟରୁ କିଛି ଭିଡିଓ କିଛି ଏମିତି ପ୍ରକାରର ହୋଇଥାଏ ଯାହା ବେଶ୍ ଭାଇରାଲ ହେଉଥିବାର ଆପଣ ଦେଖିବାକୁ ପାଉଥିବେ। ଯାହା ଟିକେ ଭିନ୍ନ ଧରଣର ହୋଇଥାଏ ଏବଂ ଭିନ୍ନ ଦିଗକୁ ଇଙ୍ଗିତ କରିଥାଏ। ସେହିଭଳି ଏକ ଭିଡିଓ ଏବେ ସାମ୍ନାକୁ ଆସିଛି, ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ବେଶ୍ ହିଟ୍ ହେବାରେ ଲାଗିଛି।

ଏଠାରେ ଜଣେ ଯୁବକ ଯାହା କହୁଛନ୍ତି ତାହା ଶୁଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ସେ ଏକ ଭିନ୍ନ ଧରଣର ଗୀତକୁ ଗାଉଛନ୍ତି। ନିଜକୁ ନିଜେ ଦୋଷି ବୋଲି ରାଗରେ କହି ସେ ତାଙ୍କର ରାଗକୁ ବାହାର କରୁଛନ୍ତି।

ପ୍ରେମ ଏକ ଭାବନାକୁ ବୁଝାଇଥାଏ । ଏହାଛଡା ବ୍ୟକ୍ତିଗତ ସ୍ନେହ ଓ ସଂଯୋଗକୁ ମଧ୍ୟ ପ୍ରେମ କୁହାଯାଏ । ଦୁଇଜଣଙ୍କ ମଧ୍ୟରେ ଥିବା ଦୟା, କ୍ଷମା, ସ୍ନେହ, ପ୍ରଣୟ ଇତ୍ୟାଦି ପ୍ରେମର ଏକ ରୂପ । ପ୍ରେମ ଶବ୍ଦଟି ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାରରେ ବ୍ୟବହାର ହୋଇଥାଏ । ବିଭିନ୍ନ ଭାଷାରେ ଏହାର ସଜ୍ଞା ଭିନ୍ନ ଭିନ୍ନ । ପ୍ରେମ ବ୍ୟକ୍ତିଗତ କିମ୍ବା ସାର୍ବଜନୀନ ହୋଇପାରେ ।

ହିନ୍ଦୁ ଧର୍ମରେ କାମଦେବଙ୍କ ସୂଚୀତ ସୁଖଦ, ଯୌନ ସମ୍ବଳିତ ପ୍ରେମ ହେଉଛି କାମ ।ବେଦରେ କାମକୁ ତୃତୀୟ ପୁରୁଷାର୍ଥ ଭାବେ ବର୍ଣ୍ଣନା କରାଯାଇଛି ।କାମଦେବ ଆଖୁର ଧନୁ ଓ ପୁଷ୍ପଶର ଧରି ଶୁକ ବାହନରେ ଭ୍ରମଣ କରନ୍ତି ।ପତ୍ନୀ ରତି ଓ ଋତୁରାଜ ବସନ୍ତ ତାଙ୍କର ସଦା ସହଚର ଥାଆନ୍ତି ।

କର୍ଣାଟକର ବେଲୁର୍‌ ଚେନ୍ନାକେଶବ ମନ୍ଦିର କବାଟରେ କାମଦେବ ଓ ରତିଙ୍କର ଯୁଗଳମୂର୍ତ୍ତୀ ଦଣ୍ଡାୟମାନ ।କାମ ହେଉଛି ପ୍ରେମର ଅନ୍ୟ ଏକ ନାମ । ଏହା ବ୍ୟତୀତ ଭାରତରେ ଅନେକ ହିନ୍ଦୁ ମନ୍ଦିରରେ କାମ ତଥା ପ୍ରେମର ମୂର୍ତ୍ତି ଦେଖିବାକୁ ମିଳିଥାଏ।
ଦେବଦେବୀ ଙ୍କ ମନ୍ଦିର ରେ ଟିକିଏ ଆଧ୍ୟାତ୍ମିକ ଶାନ୍ତି ପାଇଁ ମଣିଷ ଯାଇଥାଏ I କିନ୍ତୁ ଜଣେ ଯୁବକ ଓ ଯୁବତୀ ମନ୍ଦିର ଭିତରେ ଅଶ୍ଳୀଳ କାମ କରି ଏବେ ଚର୍ଚ୍ଚା ରେ ଅଛନ୍ତି I ସାଧାରଣତଃ ମନ୍ଦିର ଭିତରକୁ ମୋବାଇଲ ବା କାମେରା ବନ୍ଦ କରାଯାଇଥିଲେ ମଧ୍ୟ ଜଣଙ୍କ କିପରି ମନ୍ଦିର ଭିତରେ ମୋବାଇଲ ନେଇ ରେକର୍ଡିଙ୍ଗ କଲେ ତାହା ଏବେ ମନ୍ଦିର ପ୍ରଶାସନ ଉପରେ ପ୍ରଶ୍ନ ସୃଷ୍ଟି କରିଛି I ତାହା ପୁଣି ଅଶ୍ଳୀଳ ଘଟଣା ଟି ଘଟିଛି ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.